ଭୁବନେଶ୍ୱର : ପୁଣି ବଢିଲା ସୁନା ଦାମ୍ । ଅଗଷ୍ଟ ୬ ଅର୍ଥାତ୍ ବୁଧବାର ପୁଣି ବଢିଛି ସୁନା ଦର ।
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୨,୩୩୦ ଟଙ୍କା ରହିଛି । ଗତକାଲି ୧,୦୨,୨୨୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ବୃଦ୍ଧି ହୋଇଛି ।
୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୩,୮୦୦ ଟଙ୍କା ରହିଛି । ଗତକାଲି ୯୩,୭୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୬,୭୫୦ ଟଙ୍କା ରହିଛି । ଗତକାଲି ୭୬,୬୭୦ ଟଙ୍କା ଥିଲା । ଏଥିରେ ୮୦ ଟଙ୍କା ବୃଦ୍ଧି ହୋଇଛି ।
ସେହିପରି ରୁପା ଦାମ୍ ମଧ୍ୟ ବୃଦ୍ଧି ହୋଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୬୦୦ ଟଙ୍କା ରହିଛି। ଗତକାଲି ୧୨,୫୦୦ ଟଙ୍କା ଥିଲା। ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି।
ଦେଖନ୍ତୁ ଛାତିଥରା ଭିଡିଓ ; ବାପା ଫୋନ୍ ଦେଖିବା ବେଳେ ଶିଶୁ ଉପରେ ମାଡିଗଲା କାର୍..



