www.samajalive.in
Friday, December 5, 2025
20.1 C
Bhubaneswar

କମିଲା ସୁନା ; ଜାଣନ୍ତୁ କେତେ ରହିଛି ଦାମ୍‌

ଭୁବନେଶ୍ୱର : କିଛି ଦିନ ଧରି ଲଗାତାର ସୁନା ଦର ବୃଦ୍ଧି ପରେ ଆଜି ସାମାନ୍ୟ କମିଛି ଦାମ୍‌ । ୧୧ ଅଗଷ୍ଟ ଅର୍ଥାତ୍‌ ସୋମବାର ସୁନା ଦର କମ୍‌ ହୋଇଛି ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୨,୨୮୦ ଟଙ୍କା ରହିଛି । ଗତକାଲି ୧,୦୩,୦୪୦ ଟଙ୍କା ଥିଲା । ଏଥିରେ ୭୬୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୩,୭୫୦ ଟଙ୍କା ରହିଛି । ଗତକାଲି ୯୪,୪୫୦ ଟଙ୍କା ଥିଲା । ଏଥିରେ ୭୦୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୬,୭୧୦ ଟଙ୍କା ରହିଛି । ଗତକାଲି ୭୭,୨୮୦ ଟଙ୍କା ଥିଲା । ଏଥିରେ ୫୭୦ ଟଙ୍କା ହ୍ରାସ ହୋଇଛି ।

ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୭୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୭୦୦ ଟଙ୍କା ଥିଲା ।

ଜନ୍ମାଷ୍ଟମୀ ପରେ କେତୁଙ୍କ ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ ; ଏହି ରାଶି ହେବେ ମାଲାମାଲ୍‌, ମିଳିବ ଧନ, ସନ୍ତାନ ସୁଖ..

ଦେଖନ୍ତୁ ଭିଡିଓ .. ବ୍ୟକ୍ତିଙ୍କ ପାଗଳାମି; ପ୍ରଖର ପାଣି ସୁଅରେ ନେଲେ ଟ୍ରାକ୍ଟର, ତା’ପରେ

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories