www.samajalive.in
Sunday, December 7, 2025
23.1 C
Bhubaneswar

ଖୁସି ଖବର ;କମିଲା ସୁନା, ଏତିକି ଅଛି ଦାମ୍‌

ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦାମ୍‌ । ୨୦ ଅଗଷ୍ଟ ଅର୍ଥାତ୍‌ ବୁଧବାର ସୁନା ଦର ହ୍ରାସ ପାଇଛି । ୨୪ କ୍ୟାରେଟ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୦,୧୫୦ ଟଙ୍କା ରହିଛି । ଗତକାଲି ୧,୦୦,୭୫୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୧,୮୦୦ ଟଙ୍କା ରହିଛି । ଗତକାଲି ୯୨,୩୫୦ ଟଙ୍କା ଥିଲା। ଏଥିରେ ୫୫୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୫,୧୧୦ ଟଙ୍କା ରହିଛି । ଗତକାଲି ୭୫,୫୬୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ହ୍ରାସ ହୋଇଛି ।
ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୫୦୦ ଟଙ୍କା ରହିଛି । ଗତକାଲି ୧୨,୬୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

ଆଉ ଅଳ୍ପ ଦିନ..୧୦୦ ବର୍ଷ ପରେ ପିତୃପକ୍ଷରେ ସୂର୍ଯ୍ୟପରାଗ ପୁଣି ଚନ୍ଦ୍ର ଗ୍ରହଣ; ଏହି ୩ ରାଶିଙ୍କୁ ମିଳିବ ବଡ ଖୁସି, ସଫଳତା, ହେବେ କୋଟିପତି..

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories