www.samajalive.in
Friday, December 12, 2025
16.1 C
Bhubaneswar

କମିଥିଲା; ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ ଅଛି ଦାମ୍‌

ଭୁବନେଶ୍ୱର : କମିଥିଲା ପୁଣି ବଢିଲା ସୁନା ଦର । ଅଗଷ୍ଟ ୨୧ ଅର୍ଥାତ୍‌ ଗୁରୁବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୦,୭୫୦ ଟଙ୍କା ରହିଛି । ଗତକାଲି ୧,୦୦,୧୫୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ବୃଦ୍ଧି ପାଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୨,୩୦୦ ଟଙ୍କା ରହିଛି । ଗତକାଲି ୯୧,୮୦୦ ଟଙ୍କା ଥିଲା । ଏଥିରେ ୫୦୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୫,୫୨୦ ଟଙ୍କା ରହିଛି । ଗତକାଲି ୭୫,୧୧୦ ଟଙ୍କା ଥିଲା। ଏଥିରେ ୪୧୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୬୦୦ ଟଙ୍କା ରହିଛି । ଗତକାଲି ୧୨,୫୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।

ଏଥର ଗଣେଶ ପୂଜାରେ ଦୁର୍ଲ୍ଲଭ ଯୋଗ ; ଏହି ୫ ରାଶିଙ୍କ ଉପରେ ହେବ ଧନ ବର୍ଷା, ମିଳିବ ବଡ ଖୁସି..

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories