ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦାମ୍ । ଅଗଷ୍ଟ ୨୨ ଅର୍ଥାତ୍ ଶୁକ୍ରବାର କମିଛି ସୁନା ଦାମ୍ । ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୦,୫୩୦ ଟଙ୍କା ରହିଛି । ଗତକାଲି ୧,୦୦,୭୫୦ ଟଙ୍କା ଥିଲା । ଏଥିରେ ୨୨୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦର ୯୨,୧୫୦ ଟଙ୍କା ରହିଛି । ଗତକାଲି ୯୨,୩୦୦ ଟଙ୍କା ଥିଲା । ଏଥିରେ ୧୫୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୫,୪୦୦ ଟଙ୍କା ରହିଛି । ଗତକାଲି ୭୫,୫୨୦ ଟଙ୍କା ରହିଛି । ଏଥିରେ ୧୨୦ ଟଙ୍କା ହ୍ରାସ ହୋଇଛି ।
ମାତ୍ର ରୁପା ଦାମ୍ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୮୦୦ ଟଙ୍କା ରହିଛି । ଗତକାଲି ୧୨,୬୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ବୃଦ୍ଧି ହୋଇଛି ।
୩୦ ଅଗଷ୍ଟରେ ମହାସଂଯୋଗ: ଏକାଠି ହେବେ ବୁଧ, ସୂର୍ଯ୍ୟ, କେତୁ, ଏହି ୩ ରାଶିଙ୍କ ଭାଗ୍ୟରେ କ’ଣ ଘଟିବ ଜାଣନ୍ତୁ..



