ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି, କମିଛି ସୁନା ଦର। ଅଗଷ୍ଟ ୨୫ ଅର୍ଥାତ୍ ସୋମବାର ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୧,୫୧୦ ଟଙ୍କା ରହିଛି । ଗତକାଲି ୧,୦୧,୬୨୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୩,୦୫୦ ଟଙ୍କା ରହିଛି । ଗତକାଲି ୯୩,୧୫୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦର ୭୬,୧୪୦ ଟଙ୍କା ରହିଛି । ଗତକାଲି ୭୬,୨୧୪ ଟଙ୍କା ଥିଲା । ଏଥିରେ ୭୪ ଟଙ୍କା ହ୍ରାସ ହୋଇଛି ।
ରୁପା ଦାମ୍ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୩,୧୦୦ ଟଙ୍କା ରହିଛି । ଗତକାଲି ୧୩,୦୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।
୫୦୦ ବର୍ଷ ପରେ.. ଗଣେଶ ଚତୁର୍ଥୀରେ ଦୁର୍ଲ୍ଲଭ ଯୋଗ: ଏହି ରାଶିଙ୍କ ଉପରେ ଖାଲି ହେବ ଧନ ବର୍ଷା, ବଦଳିବ ଏସବୁ..



