www.samajalive.in
Monday, December 8, 2025
27.1 C
Bhubaneswar

ଆଜି ବି ବଢିଲା ସୁନା ଦାମ୍‌

ଭୁବନେଶ୍ୱର : ଆଜି ବି ବଢିଲା ସୁନା ଦାମ୍‌ । ବୁଧବାର ଅର୍ଥାତ୍‌ ୨୭ ଅଗଷ୍ଟରେ ସୁନା ଦର ବୃଦ୍ଧି ପାଇଛି । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୨,୪୪୦ ଟଙ୍କା ରହିଛି । ଗତକାଲି ୧,୦୨,୦୬୦ ଟଙ୍କା ଥିଲା । ଏଥିରେ ୩୮୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୩,୯୦୦ ଟଙ୍କା ରହିଛି । ଗତକାଲି ୯୩,୫୫୦ ଟଙ୍କା ଥିଲା । ଏଥିରେ ୩୫୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୬,୮୩୦ ଟଙ୍କା ରହିଛି । ଗତକାଲି ୭୬,୫୫୦ ଟଙ୍କା ଥିଲା । ଏଥିରେ ୨୮୦ ଟଙ୍କା ବୃଦ୍ଧି ହୋଇଛି ।

ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୩,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ଏତିକି ଥିଲା ।

ବଡ ଖୁସି ନେଇ ଆସୁଛି ସେପ୍ଟେମ୍ବର : ଏହି ରାଶି ହେବେ ହଠାତ୍‌ ଧନୀ..

ଲାଗୁ ହେଲା ନୂଆ ଶୁଳ୍କ ; କ’ଣ ପଡିବ ପ୍ରଭାବ..

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories