ରେକର୍ଡ ଭାଙ୍ଗିଲା ସୁନା ଦର ; ଛୁଇଁଲା ୯୦ ହଜାର

ଭୁବନେଶ୍ୱର : ଆକାଶ ଛୁଆଁ ସୁନା ଦର । ଗତ କିଛି ଦିନ ମଧ୍ୟରେ ସୁନା ଦାମ୍‌ ରେକର୍ଡ ପରେ ରେକର୍ଡ ଭାଙ୍ଗିଛି । ମାର୍ଚ୍ଚ ୧୮ ଅର୍ଥାତ୍‌ ମଙ୍ଗଳବାର ସୁନା ଦାମ୍‌ ୯୦ ହଜାର ହୋଇଛି । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୦ ହଜାରରେ ପହଞ୍ଚିଛି । ଗତକାଲି ଏହା ୮୯,୫୬୦ ଟଙ୍କା ଥିଲା । ଅର୍ଥାତ୍‌ ଦିନକରେ ୪୪୦ ଟଙ୍କା ବୃଦ୍ଧି ପାଇଛି । ୨୨ କ୍ୟାରେଟ୍‌ ସୁନା ଦାମ୍‌ … Continue reading ରେକର୍ଡ ଭାଙ୍ଗିଲା ସୁନା ଦର ; ଛୁଇଁଲା ୯୦ ହଜାର