www.samajalive.in
Tuesday, December 9, 2025
15.1 C
Bhubaneswar

ଆଜି ବି ବଢିଲା ସୁନା ; ୧୦ ଗ୍ରାମ୍‌ ଦାମ୍‌ ଏତିକିରେ ପହଞ୍ଚିଲା

ଭୁବନେଶ୍ୱର : ହୁ ହୁ ହୋଇ ବଢି ଚାଲିଛି ସୁନା ଦାମ୍‌ । ନିୟମିତ ସୁନା ଦର ବୃଦ୍ଧି ପାଉଛି । ସେପ୍ଟେମ୍ବର ୧ ଅର୍ଥାତ୍‌ ସୋମବାର ପୁଣି ସୁନା ଦର ବୃଦ୍ଧି ପାଇଛି । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୫,୮୮୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧,୦୪,୯୫୦ ଟଙ୍କା ଥିଲା । ଏଥିରେ ୯୩୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୭,୦୫୦ ଟଙ୍କା ରହିଛି । ଗତକାଲି ୯୬,୨୦୦ ଟଙ୍କା ଥିଲା । ଏଥିରେ ୮୫୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୭୯,୪୧୦ ଟଙ୍କା ରହିଛି । ଗତକାଲି ୭୮,୭୧୦ ଟଙ୍କା ଥିଲା । ଏଥିରେ ୭୦୦ ଟଙ୍କା ବୃଦ୍ଧି ହୋଇଛି ।

ଏହି ୪ ରାଶିଙ୍କ ଭାଗ୍ୟରେ ବଡ ପରିବର୍ତ୍ତନ,ସଫଳତା, ସୁଖମୟ ଦାମ୍ପତ୍ୟ ଜୀବନ, ଧନ ବୃଦ୍ଧି,ବିବାହ ସୁଖ ନେଇ ଆସିଛି ସେପ୍ଟେମ୍ବର..

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୩,୬୦୦ ଟଙ୍କା ରହିଛି । ଗତକାଲି ୧୩,୫୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।

୩ ମହାଶକ୍ତିଙ୍କ ମହାମିଳନ ; ଟ୍ରମ୍ପଙ୍କ ରକ୍ତଚାପ ବଢାଇବ କି ଏସବୁ ଦୃଶ୍ୟ!

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories