www.samajalive.in
Monday, December 15, 2025
26.1 C
Bhubaneswar

ଆଜି ବି ବଢିଲା ; ସୁନା ଦାମ୍‌ ଟପିଲା ୧ ଲକ୍ଷ ୬ ହଜାର

ଭୁବନେଶ୍ୱର : ଆଜି ବି ବଢିଲା ସୁନା ଦାମ୍‌ । ସେପ୍ଟେମ୍ବର ୨ ଅର୍ଥାତ୍‌ ମଙ୍ଗଳବାର ପୁଣି ବଢିଛି ସୁନା ଦର । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୬,୦୯୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧,୦୫,୮୮୦ ଟଙ୍କା ଥିଲା । ଏଥିରେ ୨୧୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୭,୨୫୦ ଟଙ୍କା ରହିଛି । ଗତକାଲି ୯୭,୦୫୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୯,୫୭୦ ଟଙ୍କା ରହିଛି । ଗତକାଲି ୭୯,୪୧୦ ଟଙ୍କା ଥିଲା । ଏଥିରେ ୧୬୦ ଟଙ୍କା ବୃଦ୍ଧି ହୋଇଛି ।

ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୩,୬୧୦ ଟଙ୍କା ରହିଛି । ଗତକାଲି ୧୩,୬୦୦ ଟଙ୍କା ଥିଲା । ଏଥିରେ ୧୦ ଟଙ୍କା ବୃଦ୍ଧି ହୋଇଛି ।

୫୦ ବର୍ଷ ପରେ ତ୍ରିଗ୍ରହୀ ପୁଣି ଚର୍ତୁଗ୍ରହୀ ଯୋଗ: ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ..

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories