www.samajalive.in
Saturday, December 6, 2025
16.1 C
Bhubaneswar

ସବୁ ରେକର୍ଡ ଭାଙ୍ଗିବ ; ବଢି ଚାଲିଛି ସୁନା ଦର, ଆଜିର ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର : ନିୟମିତ ବଢୁଛି ସୁନା ଦର । ସେପ୍ଟେମ୍ବର ୩ ଅର୍ଥାତ୍‌ ବୁଧବାର ପୁଣି ବଢିଛି ସୁନା ଦର ।
୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୬,୯୭୦ ଟଙ୍କା ରହିଛି । ଗତକାଲି ୧,୦୬,୦୯୦ ଟଙ୍କା ଥିଲା । ଏଥିରେ ୮୮୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୮,୦୫୦ ଟଙ୍କା ରହିଛି । ଗତକାଲି ୯୭,୨୫୦ ଟଙ୍କା ଥିଲା । ଏଥିରେ ୮୦୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୦,୨୩୦ ଟଙ୍କା ରହିଛି । ଗତକାଲି ୭୯,୫୭୦ ଟଙ୍କା ଥିଲା । ଏଥିରେ ୬୬୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୩,୭୦୦ ଟଙ୍କା ରହିଛି । ଗତକାଲି ୧୩,୬୧୦ ଟଙ୍କା ଥିଲା । ଏଥିରେ ୯୦ ଟଙ୍କା ବୃଦ୍ଧି ହୋଇଛି ।

ଶନି-ବୃହସ୍ପତିଙ୍କ ଦୁର୍ଲ୍ଲଭ ଯୋଗ: ଏହି ୩ ରାଶିଙ୍କ ଭର୍ତ୍ତି ହେବ ଆଲମିରା, ମିଳିବ ଧନ ଠାରୁ ଆରମ୍ଭ କରି ବୈବାହିକ ସୁଖ, ସଫଳତା..

ସେପ୍ଟେମ୍ବର ୭ରେ ଲାଗୁଛି ଚନ୍ଦ୍ରଗ୍ରହଣ ; ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ..

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories