www.samajalive.in
Tuesday, December 9, 2025
16.1 C
Bhubaneswar

କମିଲା ସୁନା ; ଜାଣନ୍ତୁ କେତେ ଅଛି ଦାମ୍‌

ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର । ସେପ୍ଟେମ୍ବର ୪ ଅର୍ଥାତ୍‌ ଗୁରୁବାର ସୁନା ଦର ହ୍ରାସ ହୋଇଛି । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୬,୮୬୦ ଟଙ୍କା ରହିଛି । ଗତକାଲି ୧,୦୬,୯୭୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୭,୯୫୦ ଟଙ୍କା ରହିଛି । ଗତକାଲି ୯୮,୦୫୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୦,୧୪୦ ଟଙ୍କା ରହିଛି । ଗତକାଲି ୮୦,୨୩୦ ଟଙ୍କା ଥିଲା । ଏଥିରେ ୯୦ ଟଙ୍କା ହ୍ରାସ ହୋଇଛି ।

ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୩,୭୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ଏତିକି ଥିଲା ।

ଏଥର ପିତୃପକ୍ଷରେ ଗଜକେସରୀ ଯୋଗ : ଏହି ରାଶିଙ୍କ ଜୀବନରେ ଘଟିବ କି କି ପରିବର୍ତ୍ତନ, ହଠାତ୍‌ ହେବେ ଧନୀ..

ଘିଅ, ପନୀର, ଟିଭି,ଫ୍ରିଜ୍‌, କାର୍‌ ଶସ୍ତା; ଜାଣନ୍ତୁ ଜିଏସଟି ବୈଠକ ପରେ କେତେ ବଦଳିବ ଘରର ବଜେଟ୍‌

୩ ଦିନରେ ବଦଳିଲା ବିଶ୍ୱ ରାଜନୀତି; ଜାଣନ୍ତୁ କିପରି

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories