www.samajalive.in
Monday, December 15, 2025
26.1 C
Bhubaneswar

କମିଲା ସୁନା; ଜାଣନ୍ତୁ କେତେ ଅଛି ୧୦ ଗ୍ରାମ୍‌ ସୁନା ଦାମ୍‌

ଭୁବନେଶ୍ୱର : ସାମାନ୍ୟ କମିଲା ସୁନା ଦାମ୍‌ । ସେପ୍ଟେମ୍ବର ୮ ଅର୍ଥାତ୍‌ ସୋମବାର କମିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୮,୩୮୦ ଟଙ୍କା ରହିଛି । ଗତକାଲି ୧,୦୮,୪୯୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୯,୩୫୦ ଟଙ୍କା ରହିଛି । ଗତକାଲି ୯୯,୪୫୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୧,୨୯୦ ଟଙ୍କା ରହିଛି । ଗତକାଲି ୮୧,୩୭୦ ଟଙ୍କା ଥିଲା । ଏଥିରେ ୮୦ ଟଙ୍କା ହ୍ରାସ ହୋଇଛି ।

- Advertisement -

ସେହିପରି ରୁପା ଦାମ୍‌ ମଧ୍ୟ କମିଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୩,୭୦୦ ଟଙ୍କା ରହିଛି । ଗତକାଲି ୧୩,୮୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କରା ହ୍ରାସ ହୋଇଛି ।

୧୫ ସେପ୍ଟେମ୍ବର ପରେ ଏହି ୪ ରାଶିଙ୍କ ପାଇଁ ଆସୁଛି ବଡ ଖୁସି ; ଶୁକ୍ର ଚଳନ ପରେ ହେବେ ହଠାତ୍‌ ଧନୀ, ମିଳିବ ସଫଳତା..

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories