www.samajalive.in
Wednesday, December 10, 2025
15.1 C
Bhubaneswar

୨୪ କ୍ୟାରେଟ୍‌ ସୁନା ଦାମ୍‌ ଭାଙ୍ଗିଲା ରେକର୍ଡ

ଭୁବନେଶ୍ୱର : ଚିନ୍ତା ବଢାଇଛି ସୁନା ଦାମ୍‌ । ନିୟମିତ ବଢି ଚାଲିଛି ଦର । ଗତକାଲି ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ବେଳେ ବୁଧବାର ଅର୍ଥାତ୍‌ ସେପ୍ଟେମ୍ବର ୧୦ ତାରିଖରେ ପୁଣି ବଢିଛି ଦାମ୍‌ ।
୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୧୦,୫୦୯ ଟଙ୍କା ରହିଛି । ଗତକାଲି ୧,୧୦,୨୯୦ ଟଙ୍କା ଥିଲା । ଏଥିରେ ୨୧୯ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୩୦୦ ଟଙ୍କା ରହିଛି । ଗତକାଲି ୧,୦୧,୧୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୨,୮୮୦ ଟଙ୍କା ରହିଛି । ଗତକାଲି ୮୨,୭୨୦ ଟଙ୍କା ଥିଲା । ଏଥିରେ ୧୬୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୪,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୪,୦୦୦ ଟଙ୍କା ଥିଲା ।

ପିତୃପକ୍ଷ: ଗ୍ରହଙ୍କ ଦୁର୍ଲ୍ଲଭ ସଂଯୋଗ, କେଉଁ ରାଶି ହେବେ ମାଲାମାଲ୍‌, କାହାର ଦେଖାଦେବ ସମସ୍ୟା

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories