www.samajalive.in
Monday, December 15, 2025
26.1 C
Bhubaneswar

ବଡ ଖବର: ଶସ୍ତା ହେଲା ସୁନା, ଜାଣନ୍ତୁ ଆଜିର ଦର

ନୂଆଦିଲ୍ଲୀ: ଆଜି ପୁଣି କମିଛି ସୁନାର ଦର । ଦିଲ୍ଲୀରେ ଆଜି ୨୪କ୍ୟାରେଟ ସୁନା ଦର ୧,୧୨,୨୧୭ ରହିଥିବା ବେଳେ ୨୨କ୍ୟାରେଟ ସୁନାର ମୂଲ୍ୟ ୧,୧୧,୨୦୦ଟଙ୍କ ରହିଛି । ସେପଟେ ଆଜି ରୂପା ମୂଲ୍ୟ ଅପରିବର୍ତ୍ତିତ ରହିଛି । ୧କିଲୋ ରୂପାର ମୂଲ୍ୟ ୧,୫୦,୦୦୦,୦୦ ରହିଛି । ଆଜି ଓଡ଼ିଶାରେ ୨୨କ୍ୟାରେଟ ସୁନାର ମୂଲ୍ୟ ୧,୧୨,୩୦୦ ରହିଛି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories