www.samajalive.in
Saturday, December 6, 2025
16.1 C
Bhubaneswar

ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ସମାଜ ଡିଜିଟାଲ ଡେସ୍କ: ପୁଣି ଏକ ରେଳ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ସମ୍ବଲପୁର ସରଲା ନିକଟରେ ମଙ୍ଗଳବାର ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ରେଳବାଇର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାର କାରଣ ଜଣାପଡ଼ିନାହିଁ।

ସୂଚନାଯୋଗ୍ୟ, ଆଜି ହାଓ୍ବଡ଼ା-ମୁମ୍ବଇ ଏକ୍ସପ୍ରେସ୍ ଝାଡଖଣ୍ଡର ରାଜଖରସୁଆଁରେ ଲାଇନଚ୍ୟୁତ ହୋଇଥିଲା। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଲୋକ ଆହତ ହୋଇଛନ୍ତି। ଏହାବ୍ୟତୀତ ଗତ କିଛି ଦିନ ଧରି ଲଗାତର ଭାବେ ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ ରେଳ ଦୁର୍ଘଟଣା ଖବର ସାମ୍ନାକୁ ଆସୁଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories