ସମାଜ ଡିଜିଟାଲ ଡେସ୍କ: ପୁଣି ଏକ ରେଳ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ସମ୍ବଲପୁର ସରଲା ନିକଟରେ ମଙ୍ଗଳବାର ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ରେଳବାଇର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାର କାରଣ ଜଣାପଡ଼ିନାହିଁ। ସୂଚନାଯୋଗ୍ୟ, ଆଜି ହାଓ୍ବଡ଼ା-ମୁମ୍ବଇ ଏକ୍ସପ୍ରେସ୍ ଝାଡଖଣ୍ଡର ରାଜଖରସୁଆଁରେ ଲାଇନଚ୍ୟୁତ ହୋଇଥିଲା। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ … Continue reading ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ
Copy and paste this URL into your WordPress site to embed
Copy and paste this code into your site to embed