www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରାଦ୍ଧ ଦିବସ ଅବସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି

କଟକ : ବରେଣ୍ୟ ଜନ ନାୟକ, ସେବା ଓ ତ୍ୟାଗର ପ୍ରତୀକ ତଥା ‘ସମାଜ’ର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୧ତମ ଶ୍ରାଦ୍ଧ ଦିବସରେ ମଙ୍ଗଳବାର ସନ୍ଧ୍ୟା ୫ଟାରେ ‘ସମାଜ’ ପକ୍ଷରୁ କଟକସ୍ଥିତ ଶହୀଦ ଭବନଠାରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି। ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଦୀପକ ମିଶ୍ର ମୁଖ୍ୟ ଅତିଥି ଭାବେ ସଭାର ଉଦଘାଟନ କରିଛନ୍ତି। ଏହି ସଭାରେ ସମ୍ମାନିତ ଅତିଥି ଭାବେ ସୁପ୍ରସିଦ୍ଧ ଆଧ୍ୟାତ୍ମିକ ଗୁରୁ ସ୍ବାମୀ ଶୁଦ୍ଧାନନ୍ଦଜୀ ଯୋଗଦେଇଛନ୍ତି। ଲୋକସେବକ ମଣ୍ଡଳର ସଭାପତି ଦୀପକ ମାଲବ୍ୟ ସଭାରେ ଅଧ୍ୟକ୍ଷତା କରୁଥିଲା ବେଳେ ଅନ୍ୟମାନଙ୍କ ମଧ୍ୟରେ ‘ସମାଜ’ର ମୁଦ୍ରାକର ତଥା ପ୍ରକାଶକ ନିରଞ୍ଜନ ରଥ, ‘ସମାଜ’ ସମ୍ପାଦକ ବାମାପଦ ତ୍ରିପାଠୀ, ‘ସମାଜ’ର କାର୍ଯ୍ୟକାରୀ ସାଧାରଣ ପରିଚାଳକ ପ୍ରିୟବ୍ରତ ମହାନ୍ତି, ଲୋକ ସେବକ ମଣ୍ଡଳର ପ୍ରଭାସ ଆଚାର୍ଯ୍ୟ ଓ ରାଜେନ୍ଦ୍ର ଜେନା ପ୍ରମୁଖ ମଞ୍ଚାସୀନ ଅଛନ୍ତି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories