www.samajalive.in
Thursday, December 11, 2025
27.1 C
Bhubaneswar

ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ୯୨ତମ ଶ୍ରାଦ୍ଧ ଦିବସ ପାଳିତ

ବ୍ରହ୍ମପୁର: ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ୯୨ତମ ଶ୍ରାଦ୍ଧ ଦିବସ ଶନିବାର ପାଳିତ ହୋଇଯାଇଛି। ସକାଳ ୭.୩୦ ସମୟରେ ରାମହରି ନଗର ଶିଶୁମନ୍ଦିର ନିକଟସ୍ଥ ପୁଷ୍କରିଣୀଠାରେ ତିଳତର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହା ପରେ ଗିରି ରୋଡ଼ ସ୍ଥିତ ସମାଜ କାର୍ଯ୍ୟାଳୟ ନିକଟସ୍ଥ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଲୋକସେବକ ମଣ୍ଡଳ ଆଜୀବନ କର୍ମୀ ରାଜେନ୍ଦ୍ର କୁମାର ଜେନା, ସମାଜ ବ୍ରହ୍ମପୁର ସଂସ୍କରଣ ଶାଖା ପରିଚାଳକ ଦଣ୍ଡପାଣି ପ୍ରଧାନ, ସମାଜସେବୀ ହରିକୃଷ୍ଣ କୋଠିଆ, ଡ଼ଃ ଶଙ୍କର ମାଝୀ, ପଲବ ଦାସ, ଡ଼ଃ ଶଙ୍କର ନାରାୟଣ ବେଜ, ଡ଼ଃ ରମେଶ ପ୍ରଧାନ, ଅଶୋକ ସାମନ୍ତ, ବରିଷ୍ଠ ସାମ୍ବାଦିକ ଶିଶିର ପାଣିଗ୍ରାହୀଙ୍କ ସମେତ ସମାଜ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories