www.samajalive.in
Monday, December 15, 2025
27.1 C
Bhubaneswar

“ସମାଜ ପାଠକ ମଞ୍ଚ ” ପକ୍ଷରୁ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ ପାଳିତ

ଚାନ୍ଦବାଲି : ଚାନ୍ଦବାଲିରେ “ସମାଜ ପାଠକ ମଞ୍ଚ ” ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କର ୧୪୮ତମ ଜୟନ୍ତୀ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଆଜି ସକାଳେ ଚାନ୍ଦବାଲି ପୁରୁଣା ବସ୍ ଷ୍ଟାଣ୍ଡ ନିକଟରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ସମାଜସେବୀ,ଶିକ୍ଷକ, ଆଇନୀଜୀବୀ, ରାଜନେତା, ସାମ୍ବାଦିକ, ବୁଦ୍ଧିଜୀବୀ ଓ ବଣିକ ସଂଘ ଏକତ୍ର ହୋଇ ଉତ୍କଳମଣି ଙ୍କ ଜୟନ୍ତୀ ଦିବସ ପାଳନ କରିଥିଲେ । କାର୍ଯ୍ୟକ୍ରମ ଟିକୁ ଚାନ୍ଦବାଲି ‘ସମାଜ’ ପ୍ରତିନିଧି ନିତ୍ୟ ପ୍ରକାଶ ବେହେରା ପରିଚାଳନା କରିବା ସହ ‘ସମାଜ’ ଖବରକାଗଜର ୧୦୬ ବର୍ଷରେ ପଦାର୍ପଣ କରିଥିବା କହିବା ସହ ସମାଜ ଦ୍ଵାରା ହେଉଥିବା ବିଭିନ୍ନ ସେବା ଉପରେ ଆଲୋକପାତ କରିଥିଲେ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories