www.samajalive.in
Saturday, December 6, 2025
26.1 C
Bhubaneswar

ବିଭିନ୍ନ ସଂଗଠନ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଓଡିଶାରେ ଜନ୍ମ ନେଇଥିବା ମହାପୁରୁଷଙ୍କ ମଧ୍ୟରୁ ପୂଣ୍ୟଶ୍ଲୋକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସର୍ବାଗ୍ରେ ପୂଜିତ । ସେ ଥିଲେ ଏକାଧାରରେ ସମାଜସେବୀ, ସଂସ୍କାରକ, ବିଶିଷ୍ଟ ଶିକ୍ଷାବିତ୍‍, ଓକିଲ, ବ୍ୟବସ୍ଥାପକ ସଭ୍ୟ, କବି ତଥା ସାମ୍ବାଦିକତା ଜଗତର ମଉଡମଣି । ଆଜି ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ ଅସବରରେ ବିଭିନ୍ନ ସଂଗଠନ ପକ୍ଷରୁ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।

ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଭୁବନେଶ୍ୱର ଗୋପବନ୍ଧୁ ଛକ ସ୍ଥିତ ପ୍ରତିମୂର୍ତ୍ତି ଠାରେ ବିଜେପି, ବିଜେଡ଼ି ଏବଂ କଂଗ୍ରେସ ପକ୍ଷରୁ ପୁଷ୍ପ ମାଲ୍ୟାର୍ପଣ କରାଯାଇଛି । ଏହାସହିତ ଉତ୍କଳ ସମ୍ମିଳନୀ ପକ୍ଷରୁ ମଧ୍ୟ ପୁଷ୍ପ ମାଲ୍ୟାର୍ପଣ କରାଯାଇଛି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories