www.samajalive.in
Saturday, December 6, 2025
23.1 C
Bhubaneswar

ପୁରୀରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ପୁରୀ: ଜିଲା ପ୍ରଶାସନ, ସୂଚନା ଓ ଲୋକସଂପର୍କ ବିଭାଗ, ପୁରୀ ସେବା ସମିତି, ସର୍ବୋଦୟ ମେଳା କମିଟି ଏବଂ ଭାରତ ବିକାଶ ପରିଷଦ ପକ୍ଷରୁ ଶ୍ରୀ ଜଗନ୍ନାଥ ମନ୍ଦିର ସିଂହଦ୍ଵାର ସମ୍ମୁଖରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶରତ କୁମାର ବେହେରା, ସୂଚନା ଓ ଲୋକସଂପର୍କ ଉପ ନିର୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲା ସଂସ୍କୃତି ଅଧିକାରୀ ହେମନ୍ତ କୁମାର ବେହେରା, ପୁରୀ ସେବା ସମିତି ସମ୍ପାଦକ ରବୀନ୍ଦ୍ର ନାଥ ସେନାପତି, ସହ ସମ୍ପାଦକ ସୌମେନ୍ଦ୍ର କୁମାର ଦାସ, ସର୍ବୋଦୟ ମେଳା କମିଟି ସମ୍ପାଦକ ଶିବ ପ୍ରସାଦ ମିଶ୍ର, ଭାରତ ବିକାଶ ପରିଷଦ କ୍ଷେତ୍ରୀୟ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆ, ଜିଲା ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘ ସଂପାଦକ ବିଶ୍ଵନାଥ ବେହେରା ପ୍ରମୁଖ ଯୋଗ ଦେଇଥିଲେ।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories