www.samajalive.in
Sunday, December 14, 2025
19.1 C
Bhubaneswar

ଭୁବନେଶ୍ୱରରେ ଆସନ୍ତାକାଲି ଉତ୍କଳମଣିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ 

ଭୁବନେଶ୍ୱର :  ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଆସନ୍ତାକାଲି (ରବିବାର) ପାଳନ ଅବସରରେ ପୂର୍ବାହ୍ନରେ ଭୁବନେଶ୍ୱର ୟୁନିଟ୍-୮ ସ୍ଥିତ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ। ଏଥି ସହିତ ସନ୍ଧ୍ୟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ । ଏହି ସଭାରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ , ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଉତ୍କଳ ପ୍ରସଙ୍ଗ ଓ ଓଡିଶା ରିଭ୍ୟୁର ସମ୍ପାଦକ ଲେନିନ୍ ମହାନ୍ତି , ବିଶିଷ୍ଠ ଶିକ୍ଷାବିତ୍ ପ୍ରଫେସର ଶରତ ରଥ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories