www.samajalive.in
Sunday, December 14, 2025
26.1 C
Bhubaneswar

ଜୁନ ୨୨ ରବିବାର ହେବ ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା

ଭୁବନେଶ୍ଵର: ଆସନ୍ତାକାଲି ଅର୍ଥାତ ରବିବାର ଜୁନ ୨୨ରେ ଆୟୋଜିତ ହେବ ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ପବିତ୍ର ଶ୍ରାଦ୍ଧ ଦିବସ ଅବସରରେ ଏହି ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯାଉଛି। ତରୁଣ ପିଢିର ଚିନ୍ତା ଓ ଚେତନାର ଅନନ୍ୟ ପରିପ୍ରକାଶ ପାଇଁ ସମାଜ ପକ୍ଷରୁ ଅଭିନବ ପ୍ରୟାସ କରାଯାଉଛି। ଏଥିରେ ଅଷ୍ଟମରୁ ଦଶମ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀମାନେ ଭାଗ ନେଇପାରିବେ। ୨୨ ଜୁନରେ ବ୍ଲକସ୍ତରୀୟ , ୨୪ ଜୁନରେ ଜିଲ୍ଲାସ୍ତରୀୟ ଏବଂ ୨୬ ଜୁନରେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ପୂର୍ବାହ୍ନ ୯ଟା ସମୟରେ ଅନୁଷ୍ଠିତ ହେବ। ପ୍ରତିଯୋଗିତାର ଦୁଇ ଘଣ୍ଟା ପୂର୍ବରୁ samajalive.inରେ ବକ୍ତୃତା ପ୍ରତିଯୋଗିତାର ବିଷୟବସ୍ତୁ ଘୋଷଣା ହେବ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories