www.samajalive.in
Sunday, December 7, 2025
26.1 C
Bhubaneswar

ପୂର୍ବତନ କଂସ ମହାରାଜଙ୍କ ପରଲୋକ: ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ସମାଜ ଡିଜିଟାଲ ଡେସ୍କ: ବରଗଡ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ ହୋଇଛି । ୭୦ବର୍ଷ ବୟସରଙ୍କ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ୨୫ବର୍ଷ ଧରି ଧନୁଯାତ୍ରାରେ ସେ କଂସ ଭୂମିକାରେ ଅଭିନୟ କରିଥିଲେ । ଗୋପାଳଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାରେ ଦୀର୍ଘ ସମୟ ଧରି ଅଭିନୟ କରୁଥିବା ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ବିୟୋଗ ଖବର ଶୁଣି ମୁଁ ମର୍ମାହତ । ତାଙ୍କ ନିଖୁଣ ଅଭିନୟ ହିଁ ଥିଲା ତାଙ୍କର ବଡ ପରିଚୟ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଦିବଂଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories