www.samajalive.in
Sunday, December 7, 2025
26.1 C
Bhubaneswar

ବ୍ୟାଟେରୀ ସ୍କୁଟିରେ ଲାଗିଲା ନିଆଁ: ଅଳ୍ପକେ ବର୍ତ୍ତିଲେ ଚାଳକ

ଗୋପାଳପୁର : ଗୋଳନ୍ଥରା ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥରେ ଅଘଟଣ। ହଳଦିଆପଦର ଇସ୍କନ ମନ୍ଦିର ନିକଟରେ ଏକ ବ୍ୟାଟେରୀ ଗାଡି ଯାଉଥିବାବେଳେ ହଠାତ୍ ସେଥିରେ ନିଆଁ ଲାଗିଯାଇଛି। ସ୍କୁଟିରୁ ଧୂଆଁ ବାହାରୁଥିବା ଦେଖି ଚାଳକ ଜଣକ ଦୌଡି ପଳାଇବାରୁ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନା ମୂତାବକ କାଲି ସନ୍ତୋଷ ପାତ୍ର ନାମ ଜଣେ ବ୍ୟକ୍ତି ଏକ ବ୍ୟାଟେରୀ ସ୍କୁଟି ଯୋଗେ  ବ୍ରହ୍ମପୁର ରୁ କନିଷିକୁ ଫେରୁଥିଲେ। ହଠାତ ସ୍କୁଟି ରୁ ଧୂଆଁ ବାହାରୁଥିବା ଦେଖି ଗାଡିକୁ ଠିଆ କରି ଦୈାଡିଥିଲେ। ଘଟଣା ନେଇ କନିଷି ଅଗ୍ନିଶମ ବିଭାଗ କୁ ଖବର ଦେବା ପରେ କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁ କୁ ଆୟତ୍ତ କରିଥିଲେ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories