www.samajalive.in
Monday, December 15, 2025
26.1 C
Bhubaneswar

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ନିଜଆଡ଼ୁ ହସ୍ତକ୍ଷେପ କଲେ ଜାତୀୟ ମହିଳା କମିଶନ

ଭୁବନେଶ୍ବର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ନିଜଆଡ଼ୁ ହସ୍ତକ୍ଷେପ କରିଛନ୍ତି ଜାତୀୟ ମହିଳା କମିଶନ। ଘଟଣା ନେଇ ଉଦ୍‌ବେଗ୍‌ ପ୍ରକାଶ କରିବାସହ ନିଜ ଆଡୁ ମାମଲା ରୁଜୁ କରିଛନ୍ତି କମିଶନ। ଜାତୀୟ ମହିଳା କମିଶନ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲା ସହ ଜଡ଼ିତ ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି ସହ ପୀଡିତାଙ୍କୁ ନିର୍ଦ୍ଧାରିତ ସମୟରେ ନ୍ୟାୟ ଦିଆଯାଉ। ମାଗଣା ଚିକିତ୍ସା ଓ ମାନସିକ ସହଯୋଗ କରାଯାଉ। ଆଇନ ଅନୁଯାୟୀ କ୍ଷତିପୂରଣ ସୁନିଶ୍ଚିତ କରିବାସହ ଆଗାମୀ ୩ ଦିନ ଭିତରେ କାର୍ଯ୍ୟାନୁଷ୍ଠାନର ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କମିଶନ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories