www.samajalive.in
Thursday, December 11, 2025
27.1 C
Bhubaneswar

ଗୋପାଳପୁର ପୁଲିସର ଦୁଇ ଦିନିଆ ସମୁଦ୍ର ସୁରକ୍ଷା କବଚ କାର୍ଯ୍ୟକ୍ରମ

ଗୋପାଳପୁର: ବ୍ରହ୍ମପୁର ଏସପି ଡ.ଶ୍ରବଣା ବିବେକଙ୍କ ନିର୍ଦେଶ କ୍ରମେ ଦୁଇ ଦିନିଆ ସମୁଦ୍ର ତଟ ସୁରକ୍ଷା କବଚ କାର୍ଯ୍ୟକ୍ରମ ଗୋପାଳପୁର ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଆଜି ସକାଳୁ ଧବେଳେଶ୍ବର ସମୁଦ୍ର ତଟ ଠାରୁ ହରିପୁର ମୁହାଣ ପର୍ଯ୍ୟନ୍ତ ପେଟ୍ରୋଲିଂ କରି ସମୁଦ୍ର ତଟ ଦେଇ ପ୍ରବେଶ କରୁଥିବା ଶତ୍ରୁମାନଙ୍କୁ ରୋକା ଯାଇ ପାରିବ ତାହାରି ଉପରେ ନଜର ରଖିଥିଲେ। ଏଥିରେ ଥାନା ଅଧିକାରୀଙ୍କ ସମେତ ଏ ଏସ ଆଇ ପ୍ରଶାନ୍ତ ଡାକୁଆ ଓ ଦୁଇ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଥିବା ସୂଚନା ମିଳିଛି।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories