www.samajalive.in
Sunday, December 7, 2025
26.1 C
Bhubaneswar

ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ କଲେ ରାଜ୍ୟପାଳ

ଗୋପାଳପୁର: ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଆଜି ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଗୋଳନ୍ଥରା ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଆୟୋଜିତ ଅଖିମୁଠିର ଶୁଭ ଅନୁକୂଳ କରିବା ସହ ବୃକ୍ଷରୋପଣ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ଖଣି ଇସ୍ପାତ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଉପସ୍ଥିତ ରହିଥିଲେ।

ଦୀର୍ଘ ବର୍ଷ ପରେ ଅକ୍ଷୟ ତୃତୀୟାରେ ଲକ୍ଷ୍ମୀନାରାୟଣ ରାଜଯୋଗ; ଆଜି ଠାରୁ ଏହି ରାଶିଙ୍କୁ ମାଲାମାଲ୍‌ କରିବେ ମା’ଲକ୍ଷ୍ମୀ, ବଢିବ ଦରମା, ରହିବନି ଚିନ୍ତା

ଅକ୍ଷୟ ତୃତୀୟାରେ କେଉଁ ଜିନିଷ କିଣିବା ଉଚିତ୍‌, ଅନୁଚିତ୍‌, କ’ଣ କରିବେ ଦାନ, ଶୁଭ ସମୟ..

- Advertisement -

ଦେଖନ୍ତୁ ଭିଡିଓ ; ବିଚ୍‌ ରାସ୍ତାରେ ମହିଳାଙ୍କୁ ଚାପୁଡା ମାରିଲେ ପୁଲିସ, ଆଉ ତା’ପରେ

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories