www.samajalive.in
Monday, December 15, 2025
26.1 C
Bhubaneswar

କନିସି ସିଦ୍ଧ ଭୈରବୀ ଉଚ ମାଧ୍ୟମିକ ବିଦ୍ୟାଳୟର ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ସ୍କାଉଟସ ଏବଂ ଗାଇଡ଼ସ ଛାତ୍ର, ଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା ପ୍ରଦାନ

ଗୋପାଳପୁର : ଗତ ୨୦୨୧ ଜୁଲାଇ ମାସରେ ଭୁବନେଶ୍ୱର ଠାରେ ଆୟୋଜିତ ହୋଇଯାଇଥିବା ରାଜ୍ୟ ସ୍ତରୀୟ ସ୍କାଉଟ ଏବଂ ଗାଇଡ଼ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା କନିସି ସ୍ଥିତ ସିଦ୍ଧ ଭୈରବୀ ଉଚ ମାଧ୍ୟମିକ ବିଦ୍ୟାଳୟର ଜଣେ ରୋଭେର ଏବଂ ୬ ଜଣ ରେଞ୍ଜେର ଅଂଶଗ୍ରହଣ କରି କୃତିତ୍ୱ ହାସଲ କରିବା ସହ ମାନ୍ୟବର ମହାମହିମ ରାଜ୍ୟପାଳ ଗଣେସୀ ଲାଲଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିବା ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଏହି ଅବସରରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କନିସି ତହସିଲଦାର ତାପସ ରାଉତ ସମ୍ମାନିତ ଅତିଥି ଭାବେ କଲେଜ ଅଧକ୍ଷ ଡ଼ା, ଶିବ ପ୍ରସାଦ ନାୟକ, ରେଞ୍ଜର ଲିଡର ମୋନାଲିସା ଦାସ, ରବେର ଲିଡର ସୁରେନ୍ଦ୍ର ନାଥ ପାଣିଗ୍ରାହୀ, ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ, ବୈରାଗୀ ବେହେରା ସତ୍ୟ ନାରାୟଣ ଆଚାର୍ୟ୍ୟ ପ୍ରମୁଖ ଉପସ୍ଥିତ ରହି ପୁରସ୍କାର ପ୍ରାପ୍ତ କେଡେଟ ମାନଙ୍କୁ ସମ୍ମାନିତ କରିଥିଲେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories