www.samajalive.in
Thursday, December 11, 2025
27.1 C
Bhubaneswar

ଗୋପାଳପୁର ଗଣଦୁଷ୍କର୍ମ ମାମଲା ; ନିଜ ଆଡୁ ମାମଲା ରୁଜୁ କରିଛି ଏନଏଚଆରସି

ଭୁବନେଶ୍ୱର : ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାରେ ସୋମବାର ନିଜ ଆଡୁ ମାମଲା ରୁଜୁ କରିଛି  ଜାତୀୟ ମାନବାଧିକାର କମିଶନ(ଏନଏଚଆରସି) । ୨ ସପ୍ତାହ ଭିତରେ ରିପୋର୍ଟ ଦେବାକୁ ମୁଖ୍ୟ ଶାସନ ସଚିବ ଓ ପୁଲିସ ଡିଜିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଏହାସହ ଗୋପାଳପୁର ଘଟଣାରେ କ୍ରାଇମବ୍ରାଞ୍ଚ ଡିଜିଙ୍କ ପକ୍ଷରୁ ସୂଚନା ମିଳିଛି ଯେ, ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି । ଅଭିଯୁକ୍ତଙ୍କ ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ପ୍ରମାଣ ମିଳିଛି । ଗିରଫ ୧୦ ଅଭିଯୁକ୍ତଙ୍କ ମୋବାଇଲ୍‌ ଜବତ କରି ଏସଏଫଏସଏଲକୁ ପଠାଯାଇଛି । ଆବଶ୍ୟକ ପଡିଲେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ । ଅଭିଯୁକ୍ତଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିଛି ବୋଲି ବିନୟତୋଷ ମିଶ୍ର କହିଛନ୍ତି।

ଦୀର୍ଘ ବର୍ଷ ପରେ ମହାଶକ୍ତିଶାଳୀ ଯୋଗ: ଏକାଠି ହେବେ ସୂର୍ଯ୍ୟ-ଶନି, ଏହି ରାଶିଙ୍କୁ କରିବେ ମାଲାମାଲ୍‌, ମିଳିବ ବଡ ସଫଳତା

କୋଟି କୋଟି ଗ୍ରାହକଙ୍କ ପାଇଁ ଖୁସି ସହ ଆଶ୍ୱସ୍ତି ଆଣିଲା ଜିଓ, ବର୍ଷକ ପାଇଁ ଆଣିଲା ସବୁଠାରୁ ଶସ୍ତା ପ୍ଲାନ୍‌

- Advertisement -

ଦେଖନ୍ତୁ ଛାତିଥରା ଭିଡିଓ; ନଦୀରେ ନାବାଳକକୁ ଟାଣି ନେଲା କୁମ୍ଭୀର

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories