www.samajalive.in
Thursday, November 13, 2025
25.1 C
Bhubaneswar

ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟପାଳ, ଦୁର୍ଗାପୁରରେ ପହଞ୍ଚିଲେ ମହିଳା କମିଶନ ଅଧ୍ୟକ୍ଷା

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗ ଗଣଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଛନ୍ତି ରାଜ୍ୟପାଳ। ରାଜ୍ୟପାଳ ଡାକ୍ତରଖାନାକୁ ଯାଇ ପୀଡ଼ିତା ଓ ତାଙ୍କ ପରିବାର ସହିତ କଥା ହୋଇ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଏହି ସମୟରେ ଡାକ୍ତରଖାନା ବାହାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା।

ଅନ୍ୟପଟେ ଦୁର୍ଗାପୁରରେ ପହଞ୍ଚିଛନ୍ତି ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି। ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାର ଅନୁଧ୍ୟାନ ପାଇଁ ସେ ଦୁର୍ଗାପୁର ଯାଇଛନ୍ତି। ଏହି ଅବସରରେ ସେ ଗଣଦୁଷ୍କର୍ମ ପୀଡ଼ିତା ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ମଧ୍ୟ ଭେଟି ଘଟଣା ବିଷୟରେ ଅବଗତ ହେବେ।

- Advertisement -

ସୂଚନାଯୋଗ୍ୟ, ଦୁର୍ଗାପୁରର ଏକ ଘରୋଇ ମେଡିକାଲ କଲେଜରେ ପଢୁଥିବା ଜଣେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା। ଏହି ଘଟଣାରେ ପୁଲିସ ୫ ଜଣଙ୍କୁ ଗିରଫ କରିଛି।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories