www.samajalive.in
Tuesday, December 9, 2025
17.1 C
Bhubaneswar

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ନୂଆ-ଓ ଛାତ୍ର ବୃତ୍ତି ବିତରଣ

ଫୁଲବାଣୀ: ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ଆନୁକୂଲ୍ୟରେ ନୁଆ-ଓ ଛାତ୍ର ବୃତ୍ତି ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ  ହୋଇଯାଇଛି। ଏହି ରେ ସଭା କଲେଜ ଅଧ୍ୟକ୍ଷ ଡକ୍ଟର ସୁଭାଷ ଚନ୍ଦ୍ର ପ୍ରଧାନ ସଭାପତିତ୍ବ କରିଥିଲେ। ମୁଖ୍ୟ ଅତିଥି ଭାବେ ପ୍ରଫେସର ତୀର୍ଥ ଜାନୀ ଯୋଗଦାନ କରି ଛାତ୍ର ଛାତ୍ରୀମାନଙ୍କୁ ନୂଆ-ଓ ଛାତ୍ର ବୃତ୍ତି ମାନପତ୍ର ବିତରଣ କରିଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ  କଲେଜ ପ୍ରଶାସନିକ ଅଧିକାରୀ ମୂରଲୀଧର ସେଠୀ ,  ନୋଡାଲ ଅଫିସର ଡକ୍ଟର ଅଶୋକ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ସଭାରେ କଲେଜର ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା ଉପସ୍ଥିତ ଥିଲେ। ଅଧ୍ୟାପିକା ଡକ୍ଟର ଅଭିପ୍ସା ବଳ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories