www.samajalive.in
Friday, December 5, 2025
20.1 C
Bhubaneswar

ଚାଷୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା: ପ୍ରଥମ ଦସ୍ତଖତ କଲେ ମୋଦୀ

ନୂଆଦିଲ୍ଲୀ: ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଦସ୍ତଖତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପିଏମ କିଷାନ ନିଧିରେ ଚାଷୀଙ୍କ ଆକାଉଣ୍ଟକୁ ୧୭ତମ କିସ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ନରେନ୍ଦ୍ର ମୋଦୀ। ୯.୩କୋଟି ଚାଷୀଙ୍କୁ ମିଳିବ ପ୍ରାୟ ୨୦ହଜାର କୋଟି ଟଙ୍କା। ନିର୍ବାଚନ ବେଳେ ପ୍ରତିଶ୍ରୁତି ଦେଇଥିଲେ ମୋଦୀ। ଏହାକୁ ପୂରଣ କରିବା ପାଇଁ ତୃତୀୟ ପାଳି ସରକାର ଆରମ୍ଭ ହେବା ସହ ଦାୟିତ୍ୱ ନେବା ପରେ ପ୍ରଥମ ଦସ୍ତଖତ କରିଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories