www.samajalive.in
Saturday, December 6, 2025
23.1 C
Bhubaneswar

ପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ

ଭୁବନେଶ୍ବର  : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ମେ’ ୨୯ ତାରିଖରେ ଶେଷ ହୋଇଯାଇଛି। ଇତି ମଧ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ରାଜ୍ୟପାଳଙ୍କ ନାମ ଘୋଷଣା କରାଯାଇନାହିଁ। ଫଳରେ ପ୍ରଫେସର ଲାଲ ରାଜ୍ୟପାଳ ଦାୟିତ୍ବରେ ରହିଛନ୍ତି। ନୂତନ ରାଜ୍ୟପାଳ ନିଯୁକ୍ତି ହେବା ପର୍ଯ୍ୟନ୍ତ ସେ ଏହି ଦାୟିତ୍ବରେ ରହିବେ ବୋଲି ରାଜଭବନ ସୂତ୍ରରୁ ଜଣାପଡିଛି। ସାଧାରଣତଃ କୌଣସି ରାଜ୍ୟପାଳଙ୍କ କାର୍ଯ୍ୟକାଳ ପୂରିବା ପୂର୍ବରୁ ନୂଆ ରାଜ୍ୟପାଳଙ୍କ ନାମ ଘୋଷଣା କରାଯାଇଥାଏ। ଯେଉଁଠି ନୂଆ ରାଜ୍ୟପାଳଙ୍କ ନାମ ଘୋଷଣା କରାଯାଇନଥାଏ, ସେଠାରେ କାର୍ଯ୍ୟକାଳ ଶେଷ ପରେ ମଧ୍ୟ ସଂପୃକ୍ତ ରାଜ୍ୟପାଳ ଦାୟିତ୍ବ ସମ୍ଭାଳିଥାନ୍ତି। ସେହି କ୍ରମରେ ରାଜ୍ୟପାଳ ପ୍ରଫେସର ଲାଲ ଓଡ଼ିଶାର ରାଜ୍ୟପାଳ ଦାୟିତ୍ବ ତୁଲାଇବେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories