www.samajalive.in
Wednesday, December 10, 2025
26.1 C
Bhubaneswar

ଆଠଗଡରେ ରାଜ୍ୟପାଳ

ଆଠଗଡ : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌‌ ରବିବାର ଅନୁଗୁଳ ଯିବା ବାଟରେ ଆଠଗଡରେ ପହଞ୍ଚି ସ୍ୱଳ୍ପ ସମୟ ପାଇଁ ପୂର୍ତ୍ତବିଭାଗ ଡାକବଙ୍ଗଳାରେ ଅବସ୍ଥାନ କରିଥିଲେ। ରାଜ୍ୟପାଳଙ୍କୁ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ୱାଇଁ, ତହସିଲଦାର ପ୍ରିୟବ୍ରତ ଦାସ, କଟକ ଗ୍ରାମାଞ୍ଚଳ ଅତିରିକ୍ତ ଏସପି କୃଷ୍ଣପ୍ରସାଦ ପଟ୍ଟନାୟକ, ପୂର୍ତ୍ତବିଭାଗ ଅଧିକ୍ଷଣ ଯନ୍ତ୍ରୀ ପ୍ରଦୀପ କୁମାର ମହାନ୍ତିଙ୍କ ସମେତ ବହୁ ଅଧିକାରୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ବର୍ଷା ହେଉଥିବାରୁ ପୁଲିସ ପକ୍ଷରୁ ଦିଆଯିବାକୁ ଥିବା ଗାର୍ଡ ଅଫ ଅନର କାର୍ଯ୍ୟକ୍ରମକୁ ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ ବନ୍ଦ କରାଯାଇଥିଲା । ରାଜ୍ୟପାଳ ଏହି ସ୍ୱଳ୍ପ ରହଣି ସମୟରେ ଉପଜିଲ୍ଲାପାଳ ଓ ଅନ୍ୟ ଅଧିକାରୀଙ୍କ ସହ ଆଠଗଡର ଐତିହ୍ୟ, କଳା ଓ ସଂସ୍କୃତି ସଂପର୍କରେ ପଚାରି ବୁଝିବା ସହ ଆଲୋଚନା କରିଥିଲେ । ମାତ୍ର ୩୦ମିନିଟ ରହିବା ପରେ ରାଜ୍ୟପାଳ ଅନୁଗୁଳ ଅଭିମୁଖେ ଯାତ୍ରା କରିଥିଲେ।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories