www.samajalive.in
Saturday, December 13, 2025
15.1 C
Bhubaneswar

ଜମାତ-ଏ-ଇସ୍‍ଲାମୀ ଜମ୍ମୁ-କାଶ୍ମୀର ଗୋଷ୍ଠୀ ଉପରେ ୫ବର୍ଷ ପାଇଁ ନିଷେଧାଜ୍ଞା ଲାଗୁ

ନୂଆଦିଲ୍ଲୀ: ଆତଙ୍କବାଦ ନିରୋଧୀ ଆଇନ ଅନୁସାରେ ଜମାତ-ଏ-ଇସ୍‍ଲାମୀ ଜମ୍ମୁ-କାଶ୍ମୀର ଗୋଷ୍ଠୀ ଉପରେ କେନ୍ଦ୍ର ସରକାର ୫ବର୍ଷ ପାଇଁ ନିଷେଧାଜ୍ଞା ଲାଗୁ କରିଛନ୍ତି। ଏହି ସଙ୍ଗଠନ ବିଭିନ୍ନ ଆତଙ୍କବାଦୀ ସଙ୍ଗଠନ ସହ ସମ୍ପର୍କ ରଖିଥିବାରୁ ଏହା ଉପରେ ଏହି ନିଷେଧାଜ୍ଞା ଲାଗୁ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକ ପରେ ସ୍ୱରାଷ୍ଟ୍ର ମନ୍ତ୍ରାଳୟ ବେଆଇନ କାର୍ଯ୍ୟକଳାପ ଆଇନ ଅଧୀନରେ ସେହି ଗୋଷ୍ଠୀକୁ ନିଷେଧ କରିବାକୁ ବିଜ୍ଞପ୍ତି ଜାରି କରିଛି। ଏହି ବିଜ୍ଞପ୍ତି ଅନୁଯାୟୀ ଜମାତ୍‍ ଗୋଷ୍ଠୀ ଉଗ୍ରବାଦ ଓ ଆତଙ୍କବାଦକୁ ସମର୍ଥନ କରୁଥିବା କୁହାଯାଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories