www.samajalive.in
Monday, December 15, 2025
26.1 C
Bhubaneswar

ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧ

ଭୁବନେଶ୍ୱର-ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ସରକାରୀ ଉଦ୍ୟୋଗ (State PSUs)ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି ।

ଝାରସୁଗୁଡା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦିନତମାମ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ପରେ ବିଳମ୍ୱିତ ରାତି ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

- Advertisement -

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୫ ଜାନୁୟାରୀ ପହିଲା ଠାରୁ ଲାଗୁ ହେବ ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories