www.samajalive.in
Sunday, December 14, 2025
15.1 C
Bhubaneswar

ଦେଶର କିଛି ଅଞ୍ଚଳରେ ହୋଇଛି ସାମୁଦାୟିକ ସଂକ୍ରମଣ: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ: ବିଭିନ୍ନ ସମୟରେ କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାର କରୋନାର ସାମୁଦାୟିକ ସଂକ୍ରମଣ ହୋଇ ନ ଥିବା ଦାବି କରି ଆସୁଛନ୍ତି । କେବଳ କେରଳ ସରକାର ରାଜ୍ୟରେ କିଛି ପରିମାଣରେ ସାମୁଦାୟିକ ସଂକ୍ରମଣ ସ୍ବୀକାର କରିଥିଲେ । ଏବେ ପ୍ରଥମଥର ପାଇଁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ହର୍ଷବର୍ଧନ ଦେଶର କିଛି ସ୍ଥାନରେ ସାମୁଦାୟିକ ସଂକ୍ରମଣ ହୋଇଥିବା ସ୍ବୀକାର କରିଛନ୍ତି ।

ପଶ୍ଚିମବଙ୍ଗ ସମେତ ବିଭିନ୍ନ ରାଜ୍ୟର ଜନଘନତ୍ଵ ଅଞ୍ଚଳରେ ସାମୁଦାୟିକ ସଂକ୍ରମଣ ଘଟିଥିବ ଆଶଙ୍କା କରାଯାଉଛି ବୋଲି ଡ଼. ହର୍ଷବର୍ଧନ ଉଲ୍ଲେଖ କରି ଏହା କିଛି ଜିଲା ମଧ୍ୟରେ ସୀମିତ ବୋଲି କହିଛନ୍ତି । ଦେଶରେ କରୋନା ସଂକ୍ରମଣ ପରେ ପ୍ରଥମଥର ପାଇଁ କେନ୍ଦ୍ରମନ୍ତ୍ରୀ ଏହା କହିଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories