www.samajalive.in
Sunday, December 7, 2025
26.1 C
Bhubaneswar

ବଡ ଘୋଷଣା ; ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି

ଭୁବନେଶ୍ୱର : ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ଗୁରୁବାର ମାର୍ଗଦର୍ଶିକା ଜାରି ହୋଇଛି । କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ ହେବ, ବିସ୍ତୃତ ଗାଇଡଲାଇନ ଜାରି ହୋଇଛି । ପୁନଃ ନିଯୁକ୍ତି ଚୟନ କରିବ କମିଟି, ମୁଖ୍ୟ ସଚିବ କମିଟି ଅଧ୍ୟକ୍ଷ, ମୁଖ୍ୟ ସଚିବ ଅଧ୍ୟକ୍ଷ, ଜିଏ ସଚିବ, ଅର୍ଥ ସଚିବ କମିଟି ସଦସ୍ୟ । ୬୫ ବର୍ଷରୁ କମ୍‌ ଓ ଭଲ ସର୍ଭିସ ରେକର୍ଡ ଥିବା ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ମିଳିବ । ପୁନଃ ନିଯୁକ୍ତି ପାଇବାକୁ ଥିବା ବ୍ୟକ୍ତି ଶାରୀରିକ ଭାବେ ସୁସ୍ଥ ଥିବା ଜରୁରୀ । ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଥିଲେ ବିଚାରଯୋଗ୍ୟ ହେବନି ପୁନଃ ନିଯୁକ୍ତି । ଅବସରପୂର୍ବରୁ ସିସିଆର୍‌ ଆଉଟଷ୍ଟାଣ୍ଡିଂ ଥିଲେ ପୁନଃ ନିଯୁକ୍ତି କରାଯିବ ।ପଦବୀରେ ପୁନଃ ନିଯୁକ୍ତି ପାଇଁ ଖୋଲା ବିଜ୍ଞାପନ ଜରିଆରେ ସୂଚିତ କରାଯିବ । ମୋଟ ପଦବୀର ମାତ୍ର ୧% ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦିଆଯାଇପାରିବ।

ବୁଧ-ଶୁକ୍ର ଏକାଠି ପରେ ଅକ୍ଟୋବରରେ ଲକ୍ଷ୍ମୀ-ନାରାୟଣ ଯୋଗ ; ଏହି ରାଶିଙ୍କ ଚମକିବ ଭାଗ୍ୟ, ଧନ ଲାଭର ଯୋଗ..

- Advertisement -

 

 

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories