ବଡ ଘୋଷଣା ; ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି

ଭୁବନେଶ୍ୱର : ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ଗୁରୁବାର ମାର୍ଗଦର୍ଶିକା ଜାରି ହୋଇଛି । କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ ହେବ, ବିସ୍ତୃତ ଗାଇଡଲାଇନ ଜାରି ହୋଇଛି । ପୁନଃ ନିଯୁକ୍ତି ଚୟନ କରିବ କମିଟି, ମୁଖ୍ୟ ସଚିବ କମିଟି ଅଧ୍ୟକ୍ଷ, ମୁଖ୍ୟ ସଚିବ ଅଧ୍ୟକ୍ଷ, ଜିଏ ସଚିବ, ଅର୍ଥ ସଚିବ କମିଟି ସଦସ୍ୟ । ୬୫ ବର୍ଷରୁ କମ୍‌ ଓ ଭଲ ସର୍ଭିସ ରେକର୍ଡ ଥିବା ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ମିଳିବ । … Continue reading ବଡ ଘୋଷଣା ; ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି