ଆୟୁଷ୍ମାନ ଭାରତ ଯୋଜନାରେ ହୋଇପାରେ ବଡ଼ ପରିବର୍ତ୍ତନ, ୫ ନୁହେଁ ଏଥର ୧୦ ଲକ୍ଷ..

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ଆଗାମୀ ତିନି ବର୍ଷ ମଧ୍ୟରେ ଦ୍ୱିଗୁଣିତ କରିବା ନେଇ ଗୁରୁତର ସହ ବିଚାର କରୁଛନ୍ତି। ସରକାର ୭୦ ବର୍ଷରୁ ଅଧିକ ବୟସର ସମସ୍ତ ଲୋକଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରିବା ଏବଂ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା କଭରେଜକୁ ବାର୍ଷିକ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ଯୋଜନା କରୁଛନ୍ତି। ମିଳିଥିବା ସୂଚନା ମୁତାବକ, ଯଦି ପ୍ରସ୍ତାବକୁ ଅନୁମୋଦନ ମିଳେ ତେବେ ଜାତୀୟ … Continue reading ଆୟୁଷ୍ମାନ ଭାରତ ଯୋଜନାରେ ହୋଇପାରେ ବଡ଼ ପରିବର୍ତ୍ତନ, ୫ ନୁହେଁ ଏଥର ୧୦ ଲକ୍ଷ..