ଭୁବନେଶ୍ୱର : ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀଙ୍କ ବିରୋଧରେ ଶୁକ୍ରବାର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାଜ୍ୟର ୯ ସରକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଛି। ୩ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି। ଏହାସହ ୬ ଜଣଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି। ଏପର୍ଯ୍ୟନ୍ତ ୧୯୭ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ନେଇ ସୂଚନା ମିଳିଛି।
Popular Categories



