www.samajalive.in
Sunday, December 14, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଘର

ଭୁବନେଶ୍ୱର : ୫୦ ହଜାର ହିତାଧିକାରୀଙ୍କୁ ରାଜ୍ୟ ସରକାର ବାଣ୍ଟିବେ ଅନ୍ତ୍ୟୋଦୟ ଘର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଆସନ୍ତା ୧୭ ତାରିଖରେ ଏହି ଅନ୍ତୋଦୟ ଘର ବଣ୍ଟାଯିବ । ଏନେଇ ଗୁରୁବାର ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ମୋଦୀଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ। ପୂର୍ବରୁ ୧ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ୍‌ କରାଯାଇଛି । ନଭେମ୍ବରରେ ପିଏମ୍‌ ଆବାସର କାର୍ଯ୍ୟାଦେଶ ଦିଆଯିବ ।ନୂଆ ପିଏମ୍‌ ଆବାସ ସର୍ଭେରେ ଆବେଦନ କରିଥିଲେ ୩୫ ଲକ୍ଷ ହିତାଧିକାରୀ । ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ,କାର୍ଯ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ ।

ଏଥର ପିତୃପକ୍ଷରେ ଗଜକେସରୀ ଯୋଗ : ଏହି ରାଶିଙ୍କ ଜୀବନରେ ଘଟିବ କି କି ପରିବର୍ତ୍ତନ, ହଠାତ୍‌ ହେବେ ଧନୀ..

ସେପ୍ଟେମ୍ବର ୭ରେ ଲାଗୁଛି ଚନ୍ଦ୍ରଗ୍ରହଣ ; ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ..

- Advertisement -

ଘିଅ, ପନୀର, ଟିଭି,ଫ୍ରିଜ୍‌, କାର୍‌ ଶସ୍ତା; ଜାଣନ୍ତୁ ଜିଏସଟି ବୈଠକ ପରେ କେତେ ବଦଳିବ ଘରର ବଜେଟ୍‌

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories