www.samajalive.in
Saturday, December 6, 2025
14.1 C
Bhubaneswar

ହଟିଲା ଫାଇଭ୍‌-ଟି ଚାର୍ଟର ଓ ‘ମୋ ସରକାର’

ଭୁବନେଶ୍ୱର : ହଟିଲା ଫାଇଭ୍‌-ଟି ଚାର୍ଟର । କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍‌-ଟି ଚାର୍ଟର । ଫାଇଭ୍‌-ଟି ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । କ, ଖ ଏବଂ ଗ ବର୍ଗର ସରକାରୀଙ୍କ ସିସିଆରରୁ ହଟିଲା । ଏବେ ଏହାର କୌଣସି ଆବଶ୍ୟକତା ନଥିବା ଦର୍ଶାଇ ହଟାଯାଇଛି । ୨୦୧୯-୨୦ ପୂର୍ବରୁ ପ୍ରଚଳିତ ଫର୍ମାଟକୁ ପୁନଶ୍ଚ ପ୍ରଚଳନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଫ୍ଲିପକାର୍ଟରେ ସେଲ୍‌ ଆରମ୍ଭ ; ୮୦ ପ୍ରତିଶତ ରିହାତିରେ ମିଳୁଛି ସ୍ମାର୍ଟ ଫୋନ୍‌ ସହ ଏସବୁ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories