www.samajalive.in
Sunday, December 14, 2025
23.1 C
Bhubaneswar

୫ରୁ୧୨ ବର୍ଷ ପିଲାଙ୍କୁ ମିଳିବ କୋଭିଡ ଟିକା

ନୂଆଦିଲ୍ଲୀ: ସ୍କୁଲ ଯାଉଥିବା ୫ରୁ୧୨ ବର୍ଷ ପିଲାଙ୍କ ପାଇଁ ବଡ଼ଖବର। ଏଣିକି ସେମାନଙ୍କୁ ବି ମିଳିପାରିବ କରୋନା ଟୀକା। ଆଜି ୫ରୁ୧୨ ବର୍ଷ ପିଲାଙ୍କୁ କୋଭିଡ ଟୀକା ଦେବା ପାଇଁ ସୁପାରିଶ କରାଯାଇଛି। ୫ରୁ୧୨ ବର୍ଷ ବୟସ ପିଲାମାନଙ୍କୁ କୋର୍ବେଭାକ୍ସ ଟିକା ଦେବା ପାଇଁ ଏସଇସି ପକ୍ଷରୁ ସୁପାରିଶ କରାଯାଇଛି। ୫ରୁ୧୨ବର୍ଷ ପିଲାଙ୍କ ନିମନ୍ତେ ଜରୁରୀ ବ୍ୟବହାର ପାଇଁ ସବଜେକ୍ଟ ଏକ୍ସପର୍ଟ କମିଟି(ଏସଇସି)ସୁପାରିଶ କରିଛି। ଆଜି ଡିସିଜିଆଇ ବୈଠକରେ ଟିକା ଦେବା ୫ରୁ୧୨ ବର୍ଷ ବୟସ ପିଲାମାନଙ୍କୁ କୋର୍ବେଭାକ୍ସ ଟିକା ଦେବା ଆଲୋଚନା ପରେ ସେମାନଙ୍କୁ ଟୀକା ଦିଆଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ୫ରୁ୧୨ ବର୍ଷ ପିଲାଙ୍କ ପାଇଁ ସ୍କୁଲ ଖୋଲି ସାରିଥିବାରୁ ସେମାନଙ୍କୁ ଟିକା ପ୍ରଦାନ ଉପରେ ଗୁରୁତ୍ବ ଦିଆଯାଇଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories