www.samajalive.in
Saturday, December 6, 2025
14.1 C
Bhubaneswar

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା : କମିବ ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ :  ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ପେଟ୍ରୋଲ ଓ ଡିଜେଲ ଉପରୁ ଉତ୍ପାଦ ଶୁଳ୍କ ହ୍ରାସ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଉପରେ ୫ଟଙ୍କା ଓ ଡିଜେଲ ଉପରେ ୧୦ ଟଙ୍କା ଉତ୍ପାଦ ଶୁଳ୍କ ହ୍ରାସ କରିଛନ୍ତି । ଆଜି ମଧ୍ୟ ରାତ୍ରୀରୁ ଏହା ଲାଗୁ ହେବ। ଫଳରେ ମଧ୍ୟ ରାତ୍ରୀରୁ ସାରା ଦେଶରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇବ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories