www.samajalive.in
Sunday, December 14, 2025
23.1 C
Bhubaneswar

ରାଜ୍ୟରେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ନୂଆ ଜାତୀୟ ଶିକ୍ଷା ନୀତି(ଏନଇପି)-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଗଣଶିକ୍ଷା ବିଭାଗ। ବୁଧବାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲାଗି ଏହି ନିଷ୍ପତ୍ତି ନିଆଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ଶିକ୍ଷାନୀତି ଲାଗୁ ହେବା ପରେ ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନିଆଯାଇ ପାଠ୍ୟକ୍ରମ ପ୍ରସ୍ତୁତ କରାଯିବ ବୋଲି କୁହାଯାଇଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories