www.samajalive.in
Tuesday, December 9, 2025
19.1 C
Bhubaneswar

ସ୍କୁଲ ପିଲା ଅଣ୍ଡା ନ ଖାଇଲେ ଦିଆଯିବ ଫଳ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ପିଲାମାନଙ୍କ ପାଇଁ ଅଣ୍ଡା ଯୋଗାଇ ଦେଉଛନ୍ତି ସରକାର। ହେଲେ ଅନେକ ପିଲା ଅଣ୍ଡା ଖାଉ ନ ଥିବା ନଜର ଆସୁଛି। ତେଣୁ ସରକାର ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଯୋଗାଇଦେବାକୁ ନିଷ୍ପତ୍ତି ନେଇଛନ୍ତି।

ନିଷ୍ପତ୍ତି ଅନୁସାରେ, ଯେଉଁଦିନ ଛାତ୍ରଛାତ୍ରୀମାନେ ଅଣ୍ଡା ଖାଇବେ ନାହିଁ ସେଦିନ ସେମାନଙ୍କୁ ଫଳ ଦିଆଯିବ। ଶିଶୁ ବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନଙ୍କ କ୍ଷେତ୍ରରେ ଏହା ଲାଗୁ ହେବ। ଏ ନେଇ ପିଏମ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ମାନଙ୍କୁ ଚିଠି ଲେଖି ନିର୍ଦେଶ ଜାରି କରିଛନ୍ତି।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories