ନୂଆବର୍ଷ ୨୦୨୫ରେ ୪ ଗ୍ରହଙ୍କ ଚଳନ; ବାସ୍‌ ଆପଣାନ୍ତୁ ଏହି ଉପାୟ, ବର୍ଷଯାକ ସୁନାଭଳି ଚମକିବ ଭାଗ୍ୟ, ହେବେ ମାଲାମାଲ୍‌..

ବର୍ଷ ୨୦୨୫ରେ ଗ୍ରହଙ୍କ ଚଳନ ଦୃଷ୍ଟିରୁ ଅନେକ ମହତ୍ତ୍ୱପୂର୍ଣ୍ଣ ହେବାକୁ ଯାଉଛି । ବର୍ଷ ୨୦୨୫ରେ ଅନେକ ବଡ ଗ୍ରହ ଚଳନ କରିବେ । ଏହାର ପ୍ରଭାବ ସମସ୍ତ ରାଶି ସହ ଦେଶ ଦୁନିଆ ଉପରେ ମଧ୍ୟ ପଡିବ । ନୂଆବର୍ଷରେ ଶନି, ମଙ୍ଗଳ, ଗୁରୁ ଓ କେତୁ ଭଳି ବଡ ଗ୍ରହ ଚଳନ କରିବେ । ଏହାକୁ ଦୃଷ୍ଟିରେ ରଖି କିଛି ବିଶେଷ ଉପାୟ ଆପଣାଇବା ଦ୍ୱାରା ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଜୀବନରେ ଥିବା … Continue reading ନୂଆବର୍ଷ ୨୦୨୫ରେ ୪ ଗ୍ରହଙ୍କ ଚଳନ; ବାସ୍‌ ଆପଣାନ୍ତୁ ଏହି ଉପାୟ, ବର୍ଷଯାକ ସୁନାଭଳି ଚମକିବ ଭାଗ୍ୟ, ହେବେ ମାଲାମାଲ୍‌..